YouVersion Logo
Search Icon

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 18:20-21

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 18:20-21 ORYIRV

ପୁଣି, ତୁମ୍ଭେ ସେମାନଙ୍କୁ ବିଧି ଓ ବ୍ୟବସ୍ଥାର ଉପଦେଶ ଦିଅ ଓ ସେମାନଙ୍କର ଗନ୍ତବ୍ୟ ପଥ ଓ କର୍ତ୍ତବ୍ୟ କର୍ମ ଦେଖାଅ। ଆହୁରି, ତୁମ୍ଭେ ଏହି ଲୋକମାନଙ୍କ ମଧ୍ୟରୁ କର୍ମକ୍ଷମ, ଅର୍ଥାତ୍‍, ପରମେଶ୍ୱରଙ୍କ ପ୍ରତି ଭୟକାରୀ, ସତ୍ୟବାଦୀ ଓ ଅନ୍ୟାୟ ଲାଭ ଘୃଣାକାରୀ ଲୋକଙ୍କୁ ମନୋନୀତ କର; ପୁଣି, ସେମାନଙ୍କୁ ଲୋକମାନଙ୍କ ଉପରେ ସହସ୍ରପତି, ଶତପତି, ପଚାଶତ୍‍ପତି ଓ ଦଶପତି ରୂପେ ନିଯୁକ୍ତ କର।

Free Reading Plans and Devotionals related to ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 18:20-21