YouVersion Logo
Search Icon

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 2:24-25

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 2:24-25 ORYIRV

ତହିଁରେ ପରମେଶ୍ୱର ସେମାନଙ୍କ ଆର୍ତ୍ତସ୍ୱର ଶୁଣିଲେ, ଆଉ ଅବ୍ରହାମ ଓ ଇସ୍‍ହାକ ଓ ଯାକୁବଙ୍କ ସହିତ କୃତ ଆପଣା ନିୟମ ସ୍ମରଣ କରି, ଇସ୍ରାଏଲ ସନ୍ତାନଗଣ ପ୍ରତି ଦୃଷ୍ଟିପାତ କଲେ ଓ ସେମାନଙ୍କ ଅବସ୍ଥା ଜାଣିଲେ।

Free Reading Plans and Devotionals related to ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 2:24-25