ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 20:4-5
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 20:4-5 ORYIRV
ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; କି ଉପରିସ୍ଥ ସ୍ୱର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି ବସ୍ତୁର ପ୍ରତିମୂର୍ତ୍ତି ନିର୍ମାଣ କରିବ ନାହିଁ। ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ, କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ସ୍ୱଗୌରବ-ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟୁ, ପୁଣି, ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କ ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;
![[Series Exploring The Mysteries Of Real Worship] Wired To Worship ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 20:4-5 ଓଡିଆ ବାଇବେଲ](/_next/image?url=https%3A%2F%2Fimageproxy.youversionapi.com%2Fhttps%3A%2F%2Fs3.amazonaws.com%2Fyvplans%2F14537%2F1440x810.jpg&w=3840&q=75)




