YouVersion Logo
Search Icon

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 20:9-10

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 20:9-10 ORYIRV

ଛଅ ଦିନ ପରିଶ୍ରମ ଓ ଆପଣାର ସବୁ କର୍ମ କରିବ; ମାତ୍ର ସପ୍ତମ ଦିନ ତୁମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କର ବିଶ୍ରାମ ଦିନ ଅଟେ; ତହିଁରେ ତୁମ୍ଭେ, କି ତୁମ୍ଭର ପୁତ୍ର, କି ତୁମ୍ଭର କନ୍ୟା, ତୁମ୍ଭର ଦାସ, କି ଦାସୀ, ତୁମ୍ଭର ପଶୁ, କି ତୁମ୍ଭର ନଗରଦ୍ୱାରବର୍ତ୍ତୀ ବିଦେଶୀ, କେହି କୌଣସି କାର୍ଯ୍ୟ କରିବ ନାହିଁ।

Free Reading Plans and Devotionals related to ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 20:9-10