YouVersion Logo
Search Icon

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 21:23-25

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 21:23-25 ORYIRV

ମାତ୍ର ଯଦି କୌଣସି ଆପଦ ଘଟେ, ତେବେ ତାହାର ପ୍ରାଣ ପରିଶୋଧରେ ପ୍ରାଣ, ଚକ୍ଷୁ ପରିଶୋଧରେ ଚକ୍ଷୁ, ଦନ୍ତ ପରିଶୋଧରେ ଦନ୍ତ, ହସ୍ତ ପରିଶୋଧରେ ହସ୍ତ, ଚରଣ ପରିଶୋଧରେ ଚରଣ, ଦାହ ପରିଶୋଧରେ ଦାହ, କ୍ଷତ ପରିଶୋଧରେ କ୍ଷତ, ନୋଳା ପରିଶୋଧରେ ନୋଳା, ଦଣ୍ଡ ହେବ।

Free Reading Plans and Devotionals related to ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 21:23-25