ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 22:22-23
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 22:22-23 ORYIRV
ତୁମ୍ଭେମାନେ କୌଣସି ବିଧବା କି ପିତୃହୀନ ସନ୍ତାନକୁ କ୍ଲେଶ ଦେବ ନାହିଁ। ତୁମ୍ଭେ ସେମାନଙ୍କୁ କୌଣସି ପ୍ରକାରେ କ୍ଲେଶ ଦେଲେ, ସେମାନେ ଯଦି ଆମ୍ଭ ନିକଟରେ ଖାଲି ଡାକ ପକାଇବେ, ତେବେ ଆମ୍ଭେ ଅବଶ୍ୟ ସେମାନଙ୍କର ଡାକ ଶୁଣିବା।





