ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 22:25
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 22:25 ORYIRV
ତୁମ୍ଭେ ଯଦି ଆମ୍ଭ ଲୋକମାନଙ୍କ ମଧ୍ୟରେ ତୁମ୍ଭର ପ୍ରତିବାସୀ କୌଣସି ଦରିଦ୍ର ଲୋକଙ୍କୁ ଋଣ ଦିଅ, ତେବେ ତାହା ପ୍ରତି ମହାଜନ ତୁଲ୍ୟ ହେବ ନାହିଁ ଓ ତାହାଠାରୁ ସୁଧ ନେବ ନାହିଁ।