YouVersion Logo
Search Icon

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 23:2-3

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 23:2-3 ORYIRV

ତୁମ୍ଭେ ଦୁଷ୍କର୍ମ କରିବାକୁ ବହୁ ଲୋକର ପଶ୍ଚାଦ୍‍ବର୍ତ୍ତୀ ହେବ ନାହିଁ, ପୁଣି, ନ୍ୟାୟ ବିଚାର ଅନ୍ୟଥା କରିବା ପାଇଁ ବହୁ ଲୋକର ପକ୍ଷ ହୋଇ ପ୍ରତିବାଦ କରିବ ନାହିଁ; କିଅବା ବିଚାରରେ ଦରିଦ୍ରର ପକ୍ଷପାତ କରିବ ନାହିଁ।

Free Reading Plans and Devotionals related to ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 23:2-3