ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 23:2-3
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 23:2-3 ORYIRV
ତୁମ୍ଭେ ଦୁଷ୍କର୍ମ କରିବାକୁ ବହୁ ଲୋକର ପଶ୍ଚାଦ୍ବର୍ତ୍ତୀ ହେବ ନାହିଁ, ପୁଣି, ନ୍ୟାୟ ବିଚାର ଅନ୍ୟଥା କରିବା ପାଇଁ ବହୁ ଲୋକର ପକ୍ଷ ହୋଇ ପ୍ରତିବାଦ କରିବ ନାହିଁ; କିଅବା ବିଚାରରେ ଦରିଦ୍ରର ପକ୍ଷପାତ କରିବ ନାହିଁ।





