ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 24:17-18
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 24:17-18 ORYIRV
ତହିଁରେ ଇସ୍ରାଏଲ ସନ୍ତାନଗଣର ଦୃଷ୍ଟିରେ ପର୍ବତ ଶୃଙ୍ଗରେ ଗ୍ରାସକାରୀ ଅଗ୍ନି ତୁଲ୍ୟ ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶିତ ହେଲା। ପୁଣି, ମୋଶା ମେଘ ମଧ୍ୟରେ ପ୍ରବେଶ କରି ପର୍ବତ ଉପରେ ଉଠି ଚାଳିଶ ଦିବାରାତ୍ର ସେହି ପର୍ବତ ଉପରେ ରହିଲେ।





