ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 25:8-9
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 25:8-9 ORYIRV
ସେମାନେ ଆମ୍ଭ ନିମନ୍ତେ ଗୋଟିଏ ପବିତ୍ର ସ୍ଥାନ ନିର୍ମାଣ କରନ୍ତୁ; ତହିଁରେ ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା। ଆବାସର ଆକାର ଓ ତହିଁର ସମସ୍ତ ପାତ୍ରର ଆକାରାଦିର ଯେଉଁ ଆଦର୍ଶ ଆମ୍ଭେ ତୁମ୍ଭକୁ ଦେଖାଇବା, ତଦନୁସାରେ ତୁମ୍ଭେମାନେ ସମସ୍ତ କରିବ।





