ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 28:4
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 28:4 ORYIRV
ଅର୍ଥାତ୍, ବୁକୁପଟା, ଏଫୋଦ, ଚୋଗା, ବୁଟାଦାର ଜାମା, ପାଗ ଓ କଟିବନ୍ଧନ, ଏହି ସକଳ ବସ୍ତ୍ର ସେମାନେ ପ୍ରସ୍ତୁତ କରିବେ; ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ତୁମ୍ଭ ଭ୍ରାତା ହାରୋଣ ଓ ତାହାର ପୁତ୍ରଗଣ ପାଇଁ ସେମାନେ ପବିତ୍ର ବସ୍ତ୍ର ପ୍ରସ୍ତୁତ କରିବେ।





