ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 29:45-46
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 29:45-46 ORYIRV
ଆମ୍ଭେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ବାସ କରି ସେମାନଙ୍କର ପରମେଶ୍ୱର ହେବା। ତହିଁରେ ଆମ୍ଭେ ଯେ ସେମାନଙ୍କର ସଦାପ୍ରଭୁ ପରମେଶ୍ୱର, ସେମାନଙ୍କ ମଧ୍ୟରେ ବାସ କରିବା ନିମନ୍ତେ ମିସର ଦେଶରୁ ସେମାନଙ୍କୁ ବାହାର କରି ଆଣିଅଛୁ, ତାହା ସେମାନେ ଜାଣିବେ; ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର।





