YouVersion Logo
Search Icon

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 3:7-8

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 3:7-8 ORYIRV

ଏଥିଉତ୍ତାରେ ସଦାପ୍ରଭୁ କହିଲେ, “ଆମ୍ଭେ ମିସର ଦେଶସ୍ଥିତ ଆପଣା ଲୋକମାନଙ୍କର କ୍ଳେଶ ନିତାନ୍ତ ଦେଖିଅଛୁ ଓ କାର୍ଯ୍ୟଶାସକମାନଙ୍କ କାରଣରୁ ହେଉଥିବା ସେମାନଙ୍କ ରୋଦନ ଶୁଣିଅଛୁ; ଆମ୍ଭେ ସେମାନଙ୍କର ଯନ୍ତ୍ରଣା ଜାଣିଅଛୁ। ଏହେତୁ ମିସ୍ରୀୟ ଲୋକମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କରିବାକୁ, ପୁଣି, ସେହି ଦେଶରୁ ଉତ୍ତମ ଓ ପ୍ରଶସ୍ତ ଏକ ଦେଶକୁ; ଅର୍ଥାତ୍‍, କିଣାନୀୟ, ହିତ୍ତୀୟ, ଇମୋରୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ଥା’ନ୍ତି, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇ ଯିବାକୁ ଓହ୍ଲାଇ ଆସିଲୁ।