ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 31:13
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 31:13 ORYIRV
“ତୁମ୍ଭେ ଆହୁରି ଇସ୍ରାଏଲ ସନ୍ତାନଗଣକୁ ଏହି କଥା କୁହ, ନିଶ୍ଚୟ ତୁମ୍ଭେମାନେ ଆମ୍ଭର ବିଶ୍ରାମଦିନ ପାଳନ କରିବ; ଯେହେତୁ ଆମ୍ଭେ ଯେ ତୁମ୍ଭମାନଙ୍କର ପବିତ୍ରକାରୀ ସଦାପ୍ରଭୁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିପାଇଁ ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ଆମ୍ଭ ଓ ତୁମ୍ଭମାନଙ୍କ ମଧ୍ୟରେ ତାହା ଏକ ଚିହ୍ନ ହେବ।





