ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 32:1
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 32:1 ORYIRV
ଏଥିଉତ୍ତାରେ ମୋଶାଙ୍କର ପର୍ବତରୁ ଓହ୍ଲାଇବାର ବିଳମ୍ବ ଦେଖି ଲୋକମାନେ ହାରୋଣଙ୍କ ନିକଟରେ ଏକତ୍ର ହୋଇ ତାଙ୍କୁ କହିଲେ, “ଉଠ, ଆମ୍ଭମାନଙ୍କର ଅଗ୍ରଗାମୀ ହେବା ପାଇଁ ଆମ୍ଭମାନଙ୍କ ନିମନ୍ତେ ଦେବତା ନିର୍ମାଣ କର, ଯେହେତୁ ଯେଉଁ ବ୍ୟକ୍ତି ମିସର ଦେଶରୁ ଆମ୍ଭମାନଙ୍କୁ ବାହାର କରି ଆଣିଲେ, ସେହି ମୋଶାଙ୍କ ପ୍ରତି କଅଣ ଘଟିଅଛି, ତାହା ଆମ୍ଭେମାନେ ଜାଣୁ ନାହୁଁ।”





