ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 32:5-6
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 32:5-6 ORYIRV
ତହିଁରେ ହାରୋଣ ତାହା ଦେଖି ତାହାର ସମ୍ମୁଖରେ ଗୋଟିଏ ବେଦି ନିର୍ମାଣ କଲେ, ପୁଣି, ଆସନ୍ତାକାଲି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ ହେବ, ଏହା ଘୋଷଣା କରାଇଲେ। ଏଥିରେ ଲୋକମାନେ ପରଦିନ ପ୍ରଭାତରେ ଉଠି ହୋମବଳି ଉତ୍ସର୍ଗ କଲେ ଓ ମଙ୍ଗଳାର୍ଥକ ନୈବେଦ୍ୟ ଆଣିଲେ; ତହୁଁ ଲୋକମାନେ ଭୋଜନ ଓ ପାନ କରିବାକୁ ବସିଲେ; ଏଉତ୍ତାରେ ଲୀଳା କରିବାକୁ ଉଠିଲେ।





