ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 34:10
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 34:10 ORYIRV
ତେବେ ସେ କହିଲେ, “ଦେଖ, ମୁଁ ଗୋଟିଏ ନିୟମ କରିବି; ସମସ୍ତ ପୃଥିବୀରେ ଅବା କୌଣସି ଗୋଷ୍ଠୀ ମଧ୍ୟରେ ଯାହା କେବେ କରାଯାଇ ନାହିଁ, ଏପରି ଆଶ୍ଚର୍ଯ୍ୟ କର୍ମ ଆମ୍ଭେ ତୁମ୍ଭର ସମସ୍ତ ଲୋକଙ୍କ ସାକ୍ଷାତରେ କରିବା; ତହିଁରେ ଯେଉଁସବୁ ଲୋକଙ୍କ ମଧ୍ୟରେ ତୁମ୍ଭେ ଅଛ, ସେମାନେ ସଦାପ୍ରଭୁଙ୍କର ସେହି କର୍ମ ଦେଖିବେ, କାରଣ ଆମ୍ଭେ ତୁମ୍ଭ ନିକଟରେ ଯାହା କରିବା, ତାହା ଭୟଙ୍କର ଅଟେ।





