ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 35:30-31
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 35:30-31 ORYIRV
ଏଥିଉତ୍ତାରେ ମୋଶା ଇସ୍ରାଏଲ-ସନ୍ତାନଗଣଙ୍କୁ ଆହୁରି କହିଲେ, “ଦେଖ, ସଦାପ୍ରଭୁ ଯିହୁଦା ବଂଶୀୟ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲକୁ ନାମ ଧରି ଡାକିଅଛନ୍ତି।” ପୁଣି, ତାହାକୁ ଜ୍ଞାନ, ବୁଦ୍ଧି, ବିଦ୍ୟା ଓ କର୍ମନୈପୁଣ୍ୟ-ଦାୟକ ପରମେଶ୍ୱରଙ୍କ ଆତ୍ମାରେ ପରିପୂର୍ଣ୍ଣ କରି





