YouVersion Logo
Search Icon

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 36:1

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 36:1 ORYIRV

ଏନିମନ୍ତେ ସଦାପ୍ରଭୁଙ୍କର ସମସ୍ତ ଆଜ୍ଞାନୁସାରେ ପବିତ୍ର ସ୍ଥାନର କାର୍ଯ୍ୟସକଳ ନିର୍ମାଣ କରିବାକୁ ସଦାପ୍ରଭୁ ବତ୍ସଲେଲ ଓ ଅହଲୀୟାବ ପ୍ରଭୃତି ଯେଉଁମାନଙ୍କୁ ଜ୍ଞାନ ଓ ବୁଦ୍ଧି ଦେଇଅଛନ୍ତି, ସେହିସବୁ ବିଜ୍ଞମନା ଲୋକେ କର୍ମ କରିବେ।