YouVersion Logo
Search Icon

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 38:1

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 38:1 ORYIRV

ଏଥିଉତ୍ତାରେ ସେ ଶିଟୀମ୍‍ କାଷ୍ଠରେ ପାଞ୍ଚ ହସ୍ତ ଦୀର୍ଘ ଓ ପାଞ୍ଚ ହସ୍ତ ପ୍ରସ୍ଥ ଓ ତିନି ହସ୍ତ ଉଚ୍ଚ ଏକ ଚତୁଷ୍କୋଣ ହୋମବେଦି ନିର୍ମାଣ କଲେ।