ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 4:11-12
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 4:11-12 ORYIRV
ତହିଁରେ ସଦାପ୍ରଭୁ ତାହାଙ୍କୁ କହିଲେ, “ମନୁଷ୍ୟର ମୁଖ କିଏ ନିର୍ମାଣ କରିଅଛନ୍ତି ? ପୁଣି, ମନୁଷ୍ୟକୁ ମୂକ ବା ବଧିର ଅବା ଦୃଷ୍ଟିବିଶିଷ୍ଟ କିଅବା ଦୃଷ୍ଟିହୀନ କିଏ କରନ୍ତି ? ଆମ୍ଭେ ସଦାପ୍ରଭୁ କି ତାହା ନ କରୁ ? ଏଣୁ ଏବେ ଯାଅ, ଆମ୍ଭେ ତୁମ୍ଭ ମୁଖର ସହବର୍ତ୍ତୀ ହୋଇ ବକ୍ତବ୍ୟ କଥା ତୁମ୍ଭକୁ ଶିଖାଇବା।”





