YouVersion Logo
Search Icon

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 40:34-35

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 40:34-35 ORYIRV

ଏଥିଉତ୍ତାରେ ମେଘ ସେହି ସମାଗମ-ତମ୍ବୁକୁ ଆଚ୍ଛାଦନ କଲା ଓ ସଦାପ୍ରଭୁଙ୍କର ପ୍ରତାପ ଆବାସକୁ ପରିପୂର୍ଣ୍ଣ କଲା। ତହିଁରେ ମୋଶା ସମାଗମ-ତମ୍ବୁରେ ପ୍ରବେଶ କରି ପାରିଲେ ନାହିଁ, କାରଣ ମେଘ ତହିଁ ଉପରେ ଅବସ୍ଥିତି କରିଥିଲା ଓ ସଦାପ୍ରଭୁଙ୍କ ପ୍ରତାପ ଆବାସକୁ ପରିପୂର୍ଣ୍ଣ କରିଥିଲା।

Free Reading Plans and Devotionals related to ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 40:34-35