ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 6:6
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 6:6 ORYIRV
ଏନିମନ୍ତେ ଇସ୍ରାଏଲ ସନ୍ତାନଗଣକୁ କୁହ, ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭମାନଙ୍କୁ ମିସ୍ରୀୟମାନଙ୍କ ଭାରବହନରୁ ନିସ୍ତାର କରିବା ଓ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦାସତ୍ୱରୁ ମୁକ୍ତ କରିବା, ପୁଣି, ଆମ୍ଭେ ବିସ୍ତୀର୍ଣ୍ଣ ବାହୁ ଓ ମହା ମହା ଦଣ୍ଡ ଦ୍ୱାରା ତୁମ୍ଭମାନଙ୍କୁ ଉଦ୍ଧାର କରିବା।





