ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 6:7
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 6:7 ORYIRV
ଆମ୍ଭେ ତୁମ୍ଭମାନଙ୍କୁ ଆପଣା ଲୋକ ରୂପେ ଗ୍ରହଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା; ତହିଁରେ ମିସ୍ରୀୟମାନଙ୍କ ଭାରବହନରୁ ତୁମ୍ଭମାନଙ୍କର ନିସ୍ତାରକାରୀ ଆମ୍ଭେ ଯେ ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁ ଅଟୁ, ତାହା ତୁମ୍ଭେମାନେ ଜାଣିବ।”





