YouVersion Logo
Search Icon

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 6:8-9

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 6:8-9 ORYIRV

ଆମ୍ଭେ ଅବ୍ରହାମ, ଇସ୍‍ହାକ ଓ ଯାକୁବଙ୍କୁ ଯେଉଁ ଦେଶ ଦେବା ନିମନ୍ତେ ଆପଣା ହସ୍ତ ଉଠାଇଅଛୁ, ସେହି ଦେଶକୁ ଆମ୍ଭେ ତୁମ୍ଭମାନଙ୍କୁ ଘେନିଯିବା; ପୁଣି, ଆମ୍ଭେ ଅଧିକାରାର୍ଥେ ତାହା ତୁମ୍ଭମାନଙ୍କୁ ଦେବା; ଆମ୍ଭେ ସଦାପ୍ରଭୁ ଅଟୁ। ଏଥିଉତ୍ତାରେ ମୋଶା ଇସ୍ରାଏଲ ସନ୍ତାନଗଣକୁ ତଦନୁସାରେ କହିଲେ, ମାତ୍ର ସେମାନେ ମନୋଦୁଃଖ ଓ କଠିନ ଦାସତ୍ୱ ସକାଶୁ ମୋଶାଙ୍କର ବାକ୍ୟରେ ମନୋଯୋଗ କଲେ ନାହିଁ।

Free Reading Plans and Devotionals related to ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 6:8-9