YouVersion Logo
Search Icon

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 7:11-12

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 7:11-12 ORYIRV

ତେବେ ଫାରୋ ଆପଣା ପଣ୍ଡିତ ଓ ଗୁଣିଆମାନଙ୍କୁ ଡାକିଲେ; ତହିଁରେ ମିସ୍ରୀୟ ମନ୍ତ୍ରଜ୍ଞମାନେ ମଧ୍ୟ ଆପଣାମାନଙ୍କ ମାୟାରେ ସେହିପରି କଲେ। ଅର୍ଥାତ୍‍, ସେମାନେ ପ୍ରତ୍ୟେକେ ଆପଣା ଆପଣା ଯଷ୍ଟି ପକାନ୍ତେ, ସେଗୁଡ଼ିକ ସର୍ପ ହେଲା; ମାତ୍ର ହାରୋଣଙ୍କ ଯଷ୍ଟି ସେମାନଙ୍କର ସମସ୍ତ ଯଷ୍ଟିକୁ ଗ୍ରାସ କଲା।

Free Reading Plans and Devotionals related to ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 7:11-12