YouVersion Logo
Search Icon

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 7:9-10

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 7:9-10 ORYIRV

“ତୁମ୍ଭେମାନେ ଆପଣାମାନଙ୍କ ପାଇଁ କୌଣସି ଚିହ୍ନ ଦେଖାଅ ବୋଲି ଯଦି ଫାରୋ ତୁମ୍ଭମାନଙ୍କୁ କହିବ, ତେବେ ତୁମ୍ଭେ ହାରୋଣକୁ କହିବ, ତୁମ୍ଭର ଯଷ୍ଟି ନେଇ ଫାରୋ ଅଗ୍ରତେ ତଳେ ପକାଅ; ତହିଁରେ ସେହି ଯଷ୍ଟି ସର୍ପ ହେବ।” ତହୁଁ ମୋଶା ଓ ହାରୋଣ ଫାରୋଙ୍କ ନିକଟକୁ ଯାଇ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ କର୍ମ କଲେ; ପୁଣି, ହାରୋଣ, ଫାରୋ ଓ ତାଙ୍କର ଦାସମାନଙ୍କ ସମ୍ମୁଖରେ ଆପଣା ଯଷ୍ଟି ତଳେ ପକାନ୍ତେ, ତାହା ସର୍ପ ହେଲା।

Free Reading Plans and Devotionals related to ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 7:9-10