YouVersion Logo
Search Icon

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 8:24

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 8:24 ORYIRV

ଏଥିଉତ୍ତାରେ ସଦାପ୍ରଭୁ ସେହି ପ୍ରକାର କଲେ; ତହିଁରେ ଫାରୋଙ୍କର ଓ ତାଙ୍କ ଦାସମାନଙ୍କ ଗୃହରେ ଦଂଶକାଦିର ବୃହତ୍‍ ଝିଙ୍କ ଉପସ୍ଥିତ ହେଲା; ପୁଣି, ସମୁଦାୟ ମିସର ଦେଶ ଦଂଶକାଦି ସକାଶୁ ନଷ୍ଟ ହେଲା।