YouVersion Logo
Search Icon

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 9:18-19

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 9:18-19 ORYIRV

ଦେଖ, ଆମ୍ଭେ ଆସନ୍ତାକାଲି ଏପରି ସମୟରେ ମିସର ଦେଶରେ ଏପରି ଭାରୀ ଶିଳା ବୃଷ୍ଟି କରିବା ଯେ, ମିସରର ପତ୍ତନାବଧି ଆଜିଯାଏ ସେପରି କେବେ ହୋଇ ନାହିଁ। ଏନିମନ୍ତେ ଏବେ ଲୋକ ପଠାଇ କ୍ଷେତ୍ରରେ ତୁମ୍ଭର ପଶ୍ୱାଦି ଯାହା ଯାହା ଅଛି, ତାହାସବୁ ଶୀଘ୍ର ଅଣାଅ, କାରଣ ଯେଉଁ ମନୁଷ୍ୟ କି ପଶୁ କ୍ଷେତ୍ରରେ ରହିବେ, ଗୃହକୁ ଅଣା ନ ଯିବେ, ସେମାନଙ୍କ ଉପରେ ଶିଳା ବୃଷ୍ଟି ହେଲେ ସେମାନେ ମରିବେ।”