ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 9:9-10
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 9:9-10 ORYIRV
ତହିଁରେ ତାହା ସମୁଦାୟ ମିସର ଦେଶ ଉପରେ ସୂକ୍ଷ୍ମ ଧୂଳି ହୋଇ ମିସ୍ରୀୟ ସମସ୍ତ ମନୁଷ୍ୟ ଓ ପଶୁମାନଙ୍କ ଶରୀରରେ ଦାହଯୁକ୍ତ ବଥ ଜନ୍ମାଇବ।” ତହୁଁ ସେମାନେ ଭାଟୀର ଭସ୍ମ ନେଇ ଫାରୋ ଆଗରେ ଠିଆ ହେଲେ; ପୁଣି, ମୋଶା ଆକାଶ ଆଡ଼େ ତାହା ବିଞ୍ଚି ଦିଅନ୍ତେ, ସମସ୍ତ ମନୁଷ୍ୟ ଓ ପଶୁମାନଙ୍କ ଶରୀରରେ ଦାହଯୁକ୍ତ ବଥ ହେଲା।





