ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 1:10-11
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 1:10-11 ORYIRV
ସେମାନଙ୍କ ମୁଖର ଆକୃତି ଏହିରୂପ, ଯଥା ସେମାନଙ୍କର ଗୋଟିଏ ମନୁଷ୍ୟର ମୁଖ ଥିଲା; ଆଉ, ଡାହାଣ ପାର୍ଶ୍ୱରେ ଚାରି ପ୍ରାଣୀର ସିଂହ ମୁଖ ଓ ବାମ ପାର୍ଶ୍ୱରେ ଚାରି ପ୍ରାଣୀର ଗୋରୁର ମୁଖ ଥିଲା; ସେହି ଚାରି ପ୍ରାଣୀର ମଧ୍ୟ ଉତ୍କ୍ରୋଶ ପକ୍ଷୀର ମୁଖ ଥିଲା। ପୁଣି, ଉପର ଭାଗରେ ସେମାନଙ୍କର ମୁଖ ଓ ପକ୍ଷ ବିଭିନ୍ନ ଥିଲା; ପ୍ରତ୍ୟେକର ଦୁଇ ଦୁଇ ପକ୍ଷ ପରସ୍ପର ସଂଯୁକ୍ତ ଥିଲା ଓ ଦୁଇ ଦୁଇ ପକ୍ଷ ସେମାନଙ୍କର ଶରୀର ଆଚ୍ଛାଦନ କଲା।





