ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 12:2
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 12:2 ORYIRV
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ବିଦ୍ରୋହୀ ଲୋକମାନଙ୍କ ମଧ୍ୟରେ ବାସ କରୁଅଛ, ସେମାନଙ୍କର ଦେଖିବା ପାଇଁ ଚକ୍ଷୁ ଅଛି, ମାତ୍ର ଦେଖନ୍ତି ନାହିଁ, ସେମାନଙ୍କର ଶୁଣିବା ପାଇଁ କର୍ଣ୍ଣ ଅଛି, ମାତ୍ର ଶୁଣନ୍ତି ନାହିଁ; କାରଣ ସେମାନେ ବିଦ୍ରୋହୀ ବଂଶ।


