ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 15:7
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 15:7 ORYIRV
ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା, ସେମାନେ ଅଗ୍ନିରୁ ବାହାରି ଯିବେ, ମାତ୍ର ଅଗ୍ନି ସେମାନଙ୍କୁ ଗ୍ରାସ କରିବ; ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିଲେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।


