Bible App logo
Search Icon

ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 18:31

ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 18:31 ORYIRV

ତୁମ୍ଭେମାନେ ଆପଣାମାନଙ୍କର କୃତ ସମସ୍ତ ଅପରାଧ ଆପଣାମାନଙ୍କଠାରୁ ଦୂର କରି ଦିଅ ଓ ଆପଣାମାନଙ୍କ ପାଇଁ ନୂତନ ଅନ୍ତଃକରଣ ଓ ନୂତନ ଆତ୍ମା ପ୍ରସ୍ତୁତ କର; କାରଣ ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କାହିଁକି ମରିବ ?”