Bible App logo
Search Icon

ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 2:2-3

ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 2:2-3 ORYIRV

ସେ କଥା କହିବା ବେଳେ ପରମେଶ୍ୱରଙ୍କ ଆତ୍ମା ମୋ’ ମଧ୍ୟରେ ପ୍ରବେଶ କରି ମୋତେ ଚରଣରେ ଠିଆ କରାଇଲେ; ତହିଁରେ ଯେ ମୋ’ ସଙ୍ଗେ କଥା କହିଲେ, ତାହାଙ୍କ ବାକ୍ୟ ମୁଁ ଶୁଣିଲି। ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ ସନ୍ତାନ, ଆମ୍ଭେ ଇସ୍ରାଏଲର ସନ୍ତାନଗଣର ନିକଟକୁ, ଯେଉଁମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି, ସେହି ବିଦ୍ରୋହୀ ଗୋଷ୍ଠୀୟମାନଙ୍କ ନିକଟକୁ ତୁମ୍ଭକୁ ପ୍ରେରଣ କରୁଅଛୁ; ସେମାନେ ଓ ସେମାନଙ୍କର ପିତୃପୁରୁଷମାନେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛନ୍ତି, ଆଜି ପର୍ଯ୍ୟନ୍ତ ସୁଦ୍ଧା କରୁଅଛନ୍ତି।

Free Reading Plans and Devotionals related to ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 2:2-3