Bible App logo
Search Icon

ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 2:7-8

ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 2:7-8 ORYIRV

ସେମାନେ ଅତ୍ୟନ୍ତ ବିଦ୍ରୋହୀ, ଏହେତୁ ସେମାନେ ଶୁଣନ୍ତୁ, ଅବା ନ ଶୁଣନ୍ତୁ, ତୁମ୍ଭେ ସେମାନଙ୍କୁ ଆମ୍ଭର ବାକ୍ୟସବୁ କୁହ। ମାତ୍ର ହେ ମନୁଷ୍ୟ ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା କହୁ, ତାହା ତୁମ୍ଭେ ଶୁଣ; ତୁମ୍ଭେ ସେହି ବିଦ୍ରୋହୀ-ବଂଶ ତୁଲ୍ୟ ବିଦ୍ରୋହୀ ହୁଅ ନାହିଁ; ଆପଣା ମୁଖ ଫିଟାଅ, ଆମ୍ଭେ ତୁମ୍ଭକୁ ଯାହା ଦେଉ, ତାହା ଭୋଜନ କର।”

Free Reading Plans and Devotionals related to ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 2:7-8