ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 21:26
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 21:26 ORYIRV
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଶିରୋଭୂଷଣ ଦୂର କର, ରାଜମୁକୁଟ କାଢ଼ି ପକାଅ; ଏହା ସେହିପରି ଆଉ ରହିବ ନାହିଁ; ଯାହା ନୀଚ, ତାହାକୁ ଉଚ୍ଚ କର ଓ ଯାହା ଉଚ୍ଚ, ତାହାକୁ ନୀଚ କର।”