ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 22:30
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 22:30 ORYIRV
ପୁଣି, ଆମ୍ଭେ ଯେପରି ଦେଶ ବିନଷ୍ଟ ନ କରୁ, ଏଥିପାଇଁ ଯେ ପ୍ରାଚୀର ଦୃଢ଼ କରି ପାରିବ ଓ ଫାଟ ସ୍ଥାନରେ ଆମ୍ଭ ସମ୍ମୁଖରେ ଦେଶର ସପକ୍ଷରେ ଠିଆ ହେବ, ଏପରି ଏକ ପୁରୁଷ ଆମ୍ଭେ ଅନ୍ଵେଷଣ କଲୁ, ମାତ୍ର ଜଣେ ସୁଦ୍ଧା ପାଇଲୁ ନାହିଁ।





