ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 22:31
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 22:31 ORYIRV
ଏହେତୁ ଆମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଢାଳି ଦେଇଅଛୁ; ଆମ୍ଭେ ଆପଣା କୋପାଗ୍ନିରେ ସେମାନଙ୍କୁ ସଂହାର କରିଅଛୁ; ସେମାନଙ୍କ ନିଜ କାର୍ଯ୍ୟର ଫଳ ସେମାନଙ୍କର ମସ୍ତକରେ ବର୍ତ୍ତାଇଅଛୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।





