ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 3:17
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 3:17 ORYIRV
ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ଇସ୍ରାଏଲ ବଂଶ ପ୍ରତି ତୁମ୍ଭକୁ ପ୍ରହରୀ କରି ନିଯୁକ୍ତ କରିଅଛୁ; ଏହେତୁ ଆମ୍ଭ ମୁଖର କଥା ଶୁଣ ଓ ଆମ୍ଭ ନାମରେ ସେମାନଙ୍କୁ ଚେତନା ଦିଅ।