ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 3:20
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 3:20 ORYIRV
ପୁନର୍ବାର କୌଣସି ଧାର୍ମିକ ଲୋକ ଯଦି ଆପଣା ଧର୍ମରୁ ଫେରି ଅଧର୍ମ କରେ ଓ ଆମ୍ଭେ ତାହା ସମ୍ମୁଖରେ ବାଧା ରଖୁ, ତେବେ ସେ ମରିବ; ତୁମ୍ଭେ ତାହାକୁ ଚେତନା ନ ଦେବା ସକାଶୁ ସେ ଆପଣା ପାପରେ ମରିବ ଓ ତାହାର ଧର୍ମକର୍ମସବୁ ସ୍ମରଣ କରାଯିବ ନାହିଁ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପ୍ରତିଶୋଧ ନେବା।





