ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 33:11
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 33:11 ORYIRV
ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଦୁଷ୍ଟର ମରଣରେ ଆମ୍ଭର ସନ୍ତୋଷ ନାହିଁ, ମାତ୍ର ଦୁଷ୍ଟ ଯେପରି ଫେରି ବଞ୍ଚେ, ଏଥିରେ ହିଁ ଆମ୍ଭର ସନ୍ତୋଷ ଅଛି; ତୁମ୍ଭେମାନେ ଫେର, ଆପଣା ଆପଣା କୁପଥରୁ ଫେର; କାରଣ ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କାହିଁକି ମରିବ ?





