Bible App logo
Search Icon

ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 34:12

ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 34:12 ORYIRV

କୌଣସି ପାଳକ ଆପଣା ଛିନ୍ନଭିନ୍ନ ମେଷଗଣର ମଧ୍ୟରେ ଥିବା ଦିନ ଯେପରି ଆପଣା ପଲର ତତ୍ତ୍ୱାନୁସନ୍ଧାନ କରେ, ସେହିପରି ଆମ୍ଭେ ଆପଣା ମେଷଗଣର ତତ୍ତ୍ୱାନୁସନ୍ଧାନ କରିବା; ଆଉ, ମେଘାଚ୍ଛନ୍ନ ଓ ଅନ୍ଧକାର ଦିନରେ ସେମାନେ ଯେଉଁ ଯେଉଁ ସ୍ଥାନରେ ଛିନ୍ନଭିନ୍ନ ହୋଇଅଛନ୍ତି, ସେହି ସକଳ ସ୍ଥାନରୁ ସେମାନଙ୍କୁ ଉଦ୍ଧାର କରିବା।