Bible App logo
Search Icon

ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 37:1-2

ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 37:1-2 ORYIRV

ସଦାପ୍ରଭୁଙ୍କ ହସ୍ତ ମୋ’ ଉପରେ ଅଧିଷ୍ଠିତ ହେଲା ଓ ସେ ତାହାଙ୍କ ଆତ୍ମାରେ ମୋତେ ବାହାରକୁ ନେଇଯାଇ ଉପତ୍ୟକାର ମଧ୍ୟସ୍ଥଳୀରେ ବସାଇଲେ; ଆଉ, ତାହା ଅସ୍ଥିରେ ପରିପୂର୍ଣ୍ଣ ଥିଲା। ତହୁଁ ସେ ସେହି ଅସ୍ଥିସକଳର ନିକଟ ଦେଇ ଚାରିଆଡ଼େ ମୋତେ ଗମନ କରାଇଲେ; ଆଉ ଦେଖ, ସେହି ପ୍ରଶସ୍ତ ଉପତ୍ୟକାରେ ଅନେକ ଅସ୍ଥି ଥିଲା; ପୁଣି, ଦେଖ, ସେହି ସବୁ ଅତିଶୟ ଶୁଷ୍କ ଥିଲା।

Free Reading Plans and Devotionals related to ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 37:1-2