Bible App logo
Search Icon

ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 37:3

ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 37:3 ORYIRV

ତହିଁରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଏହି ସକଳ ଅସ୍ଥି କି ସଜୀବ ହୋଇ ପାରେ ?” ଏଥିରେ ମୁଁ ଉତ୍ତର କଲି, “ହେ ପ୍ରଭୁ, ସଦାପ୍ରଭୁ, ଆପଣ ତାହା ଜାଣନ୍ତି।”