ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 37:4-5
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 37:4-5 ORYIRV
ପୁନର୍ବାର ସେ ମୋତେ କହିଲେ, “ତୁମ୍ଭେ ଏହିସକଳ ଅସ୍ଥିର ଉଦ୍ଦେଶ୍ୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି ସେମାନଙ୍କୁ କୁହ, ହେ ଶୁଷ୍କ ଅସ୍ଥିସକଳ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ। ପ୍ରଭୁ, ସଦାପ୍ରଭୁ ଏହିସକଳ ଅସ୍ଥିକୁ ଏହି କଥା କହନ୍ତି; ଦେଖ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ପ୍ରାଣବାୟୁ ପ୍ରବେଶ କରାଇବା ଓ ତୁମ୍ଭେମାନେ ଜୀବିତ ହେବ।






