ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 37:6
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 37:6 ORYIRV
ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ପେଶୀରଜ୍ଜୁ ଦେବା ଓ ତୁମ୍ଭମାନଙ୍କ ଉପରେ ମାଂସ ଉତ୍ପନ୍ନ କରିବା, ଆଉ ଚର୍ମରେ ତୁମ୍ଭମାନଙ୍କୁ ଆଚ୍ଛାଦନ କରିବା ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରାଣବାୟୁ ଦେବା, ଆଉ ତୁମ୍ଭେମାନେ ଜୀବିତ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।”





