ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 38:16
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 38:16 ORYIRV
ଆଉ, ତୁମ୍ଭେ ଦେଶକୁ ମେଘ ତୁଲ୍ୟ ଆଚ୍ଛାଦନ କରିବା ପାଇଁ ଆମ୍ଭ ଇସ୍ରାଏଲ ଲୋକଙ୍କ ବିରୁଦ୍ଧରେ ଆସିବ; ହେ ଗୋଗ୍, ଶେଷ କାଳରେ ଏହା ଘଟିବ ଯେ, ଗୋଷ୍ଠୀୟମାନେ ଯେପରି ଆମ୍ଭକୁ ଜାଣିବେ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଆମ୍ଭ ଦେଶ ବିରୁଦ୍ଧରେ ଆଣିବା, ସେତେବେଳେ ଆମ୍ଭେ ଗୋଷ୍ଠୀୟମାନଙ୍କ ଦୃଷ୍ଟିରେ ତୁମ୍ଭ ମଧ୍ୟରେ ପବିତ୍ରୀକୃତ ହେବା।


