Bible App logo
Search Icon

ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 38:2-3

ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 38:2-3 ORYIRV

“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଗେଶର, ମେଶକ୍‍ର ଓ ତୁବଲ୍‍ର ଅଧିପତି ମାଗୋଗ୍‍ ଦେଶୀୟ ଗୋଗ୍‍ ପ୍ରତି ମୁଖ ରଖି ତାହା ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ଗେଶର, ମେଶକ୍‍ର ଓ ତୁବଲ୍‍ର ଅଧିପତି ଗୋଗ୍‍, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ।